• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ମଙ୍ଗଳବାର । ଚନ୍ଦ୍ର – କନ୍ୟା ଅହୋରାତ୍ର ,ତିଥି – ୧୦ମୀ ଦିବା ୦୧.୦୮ ଗତେ ୧୧ଶୀ,ଘାତ ଚନ୍ଦ୍ର – ବୃଷ ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Virgo

କନ୍ୟା

Tuesday 30 May 2023

ଉ- ଫାଲ୍‌ଗୁନୀ- ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ଆପଣ ଟିକେ ଆଳସ୍ୟ ଅନୁଭବ କରିବେ । ନୂତନ ଭାବରେ ଆରମ୍ଭ କରୁଥିବା କାର୍ଯ୍ୟରେ ବ୍ୟସ୍ତ ରହିବେ । ଅପେକ୍ଷା କରୁଥିବା ବନ୍ଧୁଙ୍କୁ ନପାଇ ବ୍ୟସ୍ତ ହୋଇ ପଡିବେ

ହସ୍ତା- ସମୟ ଏପରି ହେବ ଯେ ଦୁଇ ପଇସା ଜାଗାରେ ଛ ପଇସା ଖର୍ଚ୍ଚ କରିବାକୁ ପଡିବ । ବହୁ ଦିନରୁ ସମାଧାନ ହୋଇ ପାରୁନଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟା ସମାଧାନ ହୋଇଯିବ । ସମାଜ ସେବା ଓ ରାଜନୀତିରେ ସୁନାମ ଅର୍ଜନ କରିପାରବେ

ଚିତ୍ରା- ଜମି କ୍ରୟ କରି ଖୁସି ରହିବେ । ମହିଳା ମାନେ ପରିବାରରେ ପୁଷ୍ଟି ସାଧନ କରିବେ । କୈାଣସି କଥାକୁ ନେଇ ଅଧିକ ଭାବୁକ ରହିବେ ।

ପ୍ରତିକାର - ପାଣିରେ କିଛି ଲୁଣ ପକାଇ ଘରକୁ ପୋଛନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :