• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ମଙ୍ଗଳବାର । ଚନ୍ଦ୍ର – କନ୍ୟା ଅହୋରାତ୍ର ,ତିଥି – ୧୦ମୀ ଦିବା ୦୧.୦୮ ଗତେ ୧୧ଶୀ,ଘାତ ଚନ୍ଦ୍ର – ବୃଷ ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Libra

ତୁଳା

Tuesday 30 May 2023

ଚିତ୍ରା- ପେଟ ସମସ୍ୟା ପ୍ରତି ସାବଧାନ ରହିବା ଆବଶ୍ୟକ । କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ନୂତନ ଯୋନଜାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ ।

ସ୍ୱାତୀ- ରାଜନିତିରେ ଅନେକ ମହତ୍ୱପୂର୍ଣ୍ଣ ନିର୍ଣ୍ଣୟ ନେବେ ଯାହାକି ସମ୍ଭବ ହେବ ନାହିଁ । ଶିକ୍ଷାକ୍ଷେତ୍ରରେ ମନୋବାଞିତ ସ୍ଥାନରେ ପଢିବାର ସୁଯୋଗ ପାଇବେ । ବିଶେଷ ବ୍ୟକ୍ତିଙ୍କ ଠାରୁ ଶୁଭ ଖବର ପାଇବେ

ବିଶାଖା- ସମ୍ପତିକୁ ନେଇ ପାରିବାରିକ ଦ୍ୱନ୍ଦ ଦୂରେଇ ଯିବ । ମହିଳା ମାନେ ନିଜ ବ୍ୟବହାରରେ ସଂଯମତା ରକ୍ଷା କରନ୍ତୁ । ଶୃଖଂଳିତ ଭାବରେ କର୍ମ କରି ସଫଳତା ପାଇବେ ।

ପ୍ରତିକାର – ଗୋମାତାଙ୍କୁ ସବୁଜ ଘାସ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :