• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ମଙ୍ଗଳବାର । ଚନ୍ଦ୍ର – କନ୍ୟା ଅହୋରାତ୍ର ,ତିଥି – ୧୦ମୀ ଦିବା ୦୧.୦୮ ଗତେ ୧୧ଶୀ,ଘାତ ଚନ୍ଦ୍ର – ବୃଷ ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Scorpio

ବିଛା

Tuesday 30 May 2023

ବିଶାଖା- ବିବାହ ଆଦି ଶୁଭ କାର୍ଯ୍ୟରେ ଯୋଗ ଦେଇ ମନ ଖୁସି ରହିବ । ବ୍ୟପାର ବୃର୍ତିରେ ପ୍ରଗତି ହେବ । ସବୁ ଭଲ କାମରେ ବିଳମ୍ବିତ ପ୍ରକ୍ରିୟା ଲାଗି ରହିବ । ଅଫିସରେ ଆପଣଙ୍କୁ ସାବଧାନ୍ ରହିବାକୁ ପଡିବ

ଅନୁରାଧା- କୈାଣସି ଚିନ୍ତା ଆପଣଙ୍କୁ ଅସୁବିଧାରେ ପକାଇ ପାରେ । ବନ୍ଧୁ, ପରିଜନକୁ ନିଜର ମନ କଥା କୁହନ୍ତୁ । ପ୍ରେମ ଜୀବନ ଭଲ ରହିବ । ରାଜନିତିରେ ଲୋକଙ୍କ ପ୍ରିୟ ରହିବେ ।

ଜ୍ୟୋଷ୍ଠା- ଆୟନୀ , ଅଦାଲତରେ ଜଡିତ ରହିବେ । ମହିଳା ମାନଙ୍କୁ ବନ୍ଧୁଙ୍କ ସହଯୋଗ ମିଳିବ । ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନ ଲାଭର ଯୋଗ ଅଛି । ଖେଳାଳିଙ୍କ ଲାଗି ଦିନଟି ଭଲ ରହିବ

ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :