• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ମଙ୍ଗଳବାର । ଚନ୍ଦ୍ର – କନ୍ୟା ଅହୋରାତ୍ର ,ତିଥି – ୧୦ମୀ ଦିବା ୦୧.୦୮ ଗତେ ୧୧ଶୀ,ଘାତ ଚନ୍ଦ୍ର – ବୃଷ ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Sagittarius

ଧନୁ

Tuesday 30 May 2023

ମୂଳା- ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି । ଔଷଧ ସମ୍ବନ୍ଧୀୟ ବ୍ୟବସାୟରେ ଅନେକ ସଫଳତା ପାଇବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବେ ।

ପୂ, ଷାଢା- ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ । କିଛି ଯାନ୍ତ୍ରିକ ଜିନିଷ ଉପକରଣ କ୍ରୟ କରିପାରନ୍ତି । ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବିଦେଶକୁ ଯାଇ ପାରନ୍ତି ।

ଉ, ଷାଢା- ପୈତୃକ ସମ୍ପତିର ସମାଧାନ ହୋଇଜିବ । ପଛ କଥା ନଭାବି ବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ସୁନ୍ଦର କଳ୍ପନାରେ ବିଭୋର ରହିବେ ।

ପ୍ରତିକାର – ଶ୍ରୀ ରାମଙ୍କୁ ଆରଧନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :