• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ମଙ୍ଗଳବାର । ଚନ୍ଦ୍ର – କନ୍ୟା ଅହୋରାତ୍ର ,ତିଥି – ୧୦ମୀ ଦିବା ୦୧.୦୮ ଗତେ ୧୧ଶୀ,ଘାତ ଚନ୍ଦ୍ର – ବୃଷ ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ

Capricorn

ମକର

Tuesday 30 May 2023

ଉ, ଷାଢା- ବିଶେଃଷ ସୂତ୍ରରୁ ଅର୍ଥ ଲାଭ କରିବେ । ରକ୍ତ ସମ୍ପର୍କୀୟ ଜଣେ ବନ୍ଧୁଙ୍କ ସାହାର୍ଯ୍ୟର ପ୍ରତିଶ୍ରୁତି ଦେବେ , ସୁଯୋଗ ପାଇ କାମ ହାସଲ କରିବେ । ଘରର ବାତାବରଣ ଶାନ୍ତିମୟ ରହିବ । ବିବାହ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ ।

ଶ୍ରବଣା- ରାଜନିତିରେ ସାଧାରଣ କଥାକୁ ନେଇ ବିରକ୍ତି ଭାବ ପ୍ରକାଶ କରିବେ । ରଚନାତ୍ମକ କାମରେ ଉଚ୍ଚ ପ୍ରଂଶସା ପାଇବେ । ପ୍ରଶାସନରେ ଥିବା ଲୋକଙ୍କ ସହ ସଂପର୍କ ହେବ । ମନର ନକାରାତ୍ମକତା ଦୂର ହୋଇ ଉଚ୍ଚଶିକ୍ଷାରେ ସଫଳତା ପାଇବେ

ଧନିଷ୍ଠା- ଅଦାଲତରୁ ଶୁଭଫଳ ପାଇବେ । ମହିଳା ମାନେ ବନ୍ଧୁଙ୍କ ସାମନାରେ ମନକଥା ଖୋଲିକି କହିବେ । ଧର୍ମକାର୍ଯ୍ୟରେ ଖର୍ଚ୍ଚ କରିପାରନ୍ତି । ନିଜର ଲକ୍ଷ୍ୟକୁ ନେଇ ଯାତ୍ରା ସମ୍ପର୍ଣ୍ଣ କରିବେ ।

ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :