• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି କଳା କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦିତ କରିବେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୩୦ ତାରିଖ ଗୁରୁବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର,ତିଥି- ୭ମୀ ଦିବା ୧୧.୪୧ ଗତେ ୮ମୀ ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୧୧.୪୪ ପର୍ଯ୍ୟନ୍ତ

Aries

ମେଷ

Thursday 30 May 2024

ଅଶ୍ୱନୀ- କାମରେ ହଠାତ କୈଣସି ଯୋଜନାରେ ପରିବର୍ତନ କରିପାରନ୍ତି । କର୍ମକ୍ଷେତ୍ରରେ ସବୁ କାର‌୍ୟ୍ୟକୁ ନିଜ ହାତକୁ ନେଇ ଶେଷ କରିବେ । ଶରୀର ଭଲ ରହିବା ସହିତ ମିଷ୍ଠାନ ଭୋଜନର ଯୋଗ ବୃଦ୍ଧି ରହିଅଛି ।

ଦ୍ୱିଜା- ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । ଶିକ୍ଷାତ୍ରୀ ମାନେ କିଛି ପରିମାଣରେ ଶୁଭଫଳ ପାଇବେ। ଚାକିରୀଆଙ୍କୁ ନୂଆ ପକଳ୍ପ ଦାୟିତ୍ୱ ମିଳିବ । ବ୍ୟପାରୀ ବର୍ଗଙ୍କୁ ଅଚାନକ ଧନ ଲାଭ ହେବ ।

କୃତିକା- ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ । କଳା କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦିତ କରିବେ । ଆୟର ପରିମାଣ ଅଧିକ ହୋଇପାରେ

ପ୍ରତିକାର - ମଙ୍ଗଳଙ୍କର ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :