• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି କଳା କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦିତ କରିବେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୩୦ ତାରିଖ ଗୁରୁବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର,ତିଥି- ୭ମୀ ଦିବା ୧୧.୪୧ ଗତେ ୮ମୀ ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୧୧.୪୪ ପର୍ଯ୍ୟନ୍ତ

Pisces

ମୀନ

Thursday 30 May 2024

ଧନିଷ୍ଠା- ପରିବାରରେ ସୁଖଶାନ୍ତି ଫେରିଆସିବ । ଭାଙ୍ଗିଯାଇଥିବା ସପଂର୍କ ପୁନର୍ବାର ଯୋଡି ହୋଇପାରେ । ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ବ୍ୟବସାୟ, ବାଣିଜ୍ୟରୁ ଭଲ ଲାଭ ପାଇବେ କିନ୍ତୁ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିବ ।

ଶତଭିଷା- ରାଜନୈତିକ କ୍ଷେତ୍ରରେ ଶତ୍ରୁ ମାନେ ବୃଦ୍ଧି ପାଇବେ । ଜିବିକା ଅର୍ଜନରେ ସଫଳତା ଲାଭ ପାଇବେ । ଶିକ୍ଷାର୍ଥୀ ମାନେ ପରିଶ୍ରମ ମୁତାବକ ଫଳ ପାଇବେ । ପ୍ରସାସନ କ୍ଷେତ୍ରରେ ଶୁଭ ଫଳ ପାଇବେ ।

ପୂ,ଭାଦ୍ରପଦ- ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । କର୍ମ ପାଇଁ ପ୍ରଶଂସିତ ହୋଇ ପାରନ୍ତି । ଛାତ୍ର ଛାତ୍ରୀ ମାନେ ଅଧିକ ସମୟ ଖେଳରେ କଟାଇବେ ।

ପ୍ରତିକାର – ମହାଦେବଙ୍କ ମନ୍ତ୍ରକୁ ୨୧ ଥର ଜପ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :