• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି କଳା କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦିତ କରିବେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୩୦ ତାରିଖ ଗୁରୁବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର,ତିଥି- ୭ମୀ ଦିବା ୧୧.୪୧ ଗତେ ୮ମୀ ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୧୧.୪୪ ପର୍ଯ୍ୟନ୍ତ

Gemini

ମିଥୁନ

Thursday 30 May 2024

କୃତିକା- ଆଶା କରିଥିବା ଖବର ପାଇ ଖୁସୀ ହୋଇଯିବେ । ଆର୍ଥିକ ସମସ୍ୟା ନିଶ୍ଚିନ୍ତ ରୂପେ ସମାଧାନ ହୋଇଯିବ । କୈାଣସି ବଡ ସୁବିଧା ମିଳିବା ଯୋଗୁଁ ଧନ ଲାଭ ହେବ । ଜୀବନ ସାଥିଙ୍କୁ ମନ ପସନ୍ଦ ଉପହାର ଦେବେ

ରୋହିଣୀ- ଅଧିକ ପରିଶ୍ରମ ହେତୁ ଦେହରେ ଦୁର୍ବଳତା ଦେଖାଦେବ । ବାଣିଜ୍ୟ ବ୍ୟବସାୟରେ ମଧ୍ୟ ଶିଥିଳତା ଦେଖାଦେବ । ସମାଜ ସେବାରେ ବେଶ୍ ଆନନ୍ଦ ଅନୁଭବ କରିବେ ।

ମୃଗଶିରା- ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ନୂତନ ଯାନବାହନ କିଣିବାରେ ସକ୍ଷମ ହୋଇପାରନ୍ତି

ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :