• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି କଳା କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦିତ କରିବେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୩୦ ତାରିଖ ଗୁରୁବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର,ତିଥି- ୭ମୀ ଦିବା ୧୧.୪୧ ଗତେ ୮ମୀ ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୧୧.୪୪ ପର୍ଯ୍ୟନ୍ତ

Cancer

କର୍କଟ

Thursday 30 May 2024

ପୁନର୍ବସୁ- ପ୍ରେମି ଯୁଗଳ ମାନେ ନିଜ ମନ କଥା ଜୀବନ ସାଥୀ ଙ୍କ ଆଗରେ ପ୍ରକାଶ କରିବେ । ପିଲା ମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ । ଭାଇ-ବନ୍ଧୁଙ୍କ ସହିତ ସମ୍ପର୍କ ଭଲ ରହିବ ।

ପୁଷ୍ୟା- ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ ଅଟେ

ଅଶ୍ଲେଷା- ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ ।

ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :