• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି କଳା କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦିତ କରିବେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୩୦ ତାରିଖ ଗୁରୁବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର,ତିଥି- ୭ମୀ ଦିବା ୧୧.୪୧ ଗତେ ୮ମୀ ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୧୧.୪୪ ପର୍ଯ୍ୟନ୍ତ

Virgo

କନ୍ୟା

Thursday 30 May 2024

ମଘା- ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ । ନେତ୍ରପିଡା ଅନୁଭବ କରି ପାରନ୍ତି ।

ପୂ,ଫାଲଗୁନି- ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । କ୍ରିଡା କ୍ଷେତ୍ରରେ ଉଲେଖନୀୟ ସଫଳତା ମିଳିପାରେ । କର୍ମ କ୍ଷେତ୍ରରେ ନିରବତା ଅବଲମ୍ବନ କରିବେ

ଉ,ଫାଲଗୁନି- ପରିବାରରେ ଅବହେଳା ପଦର୍ଶନ କରି ସମାଲୋଚିତ ହୋଇପାରନ୍ତି । ଅର୍ଥ ସମ୍ପର୍କକୁ ନେଇ ଭାତୃ ବିବାଦ ଦେଖାଦେଇ ପାରେ । ସଡକ ଦୁର୍ଘଟଣାର ସମ୍ଭାବନା ରହିଛି

ପ୍ରତିକାର – ମାଙ୍କଡକୁ ଗୁଡ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :