• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି କଳା କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦିତ କରିବେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୩୦ ତାରିଖ ଗୁରୁବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର,ତିଥି- ୭ମୀ ଦିବା ୧୧.୪୧ ଗତେ ୮ମୀ ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୧୧.୪୪ ପର୍ଯ୍ୟନ୍ତ

Scorpio

ବିଛା

Thursday 30 May 2024

ଚିତ୍ରା- ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । କର୍ମ କ୍ଷେତ୍ରରେ ମାପି ଚୁପି ଚଳି ବା ଭଲ ନହେଲେ କଳହ ଲାଗିପାରେ । ଗଣ୍ଡଗୋଳ ପରିସ୍ଥିତିରେ ମଧ୍ୟସ୍ଥି ହୁଅନ୍ତୁ ନାହିଁ ।

ସ୍ୱାତୀ- ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଉତ୍ତିର୍ଣ୍ଣ ହେବେ । ରାଜନୈତିକ କ୍ଷେତ୍ରରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପ୍ରିୟଜନ ମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାର୍ଯ୍ୟ କରିବେ ।

ବିଶାଖା- ବାଧାନିଘ୍ନକୁ ଅତିକ୍ରମ କରି ଆଗକୁ ବଢିବାର ଯୋଜନା ସଫଳ ହେବ । କୋଟ୍ କଚେରୀ ମାମଲାର ଫଇସଲା ଆପଣଙ୍କ ପକ୍ଷରେ ରହିବ । ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ ।

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :