Daily Horoscope 30th May 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...
/odishatv-khabar/media/media_files/uploadimage/library/16_9/16_9_0/IMAGE_1740453354-891240.jpg)
ପାରିବାରିକ କ୍ଷେତ୍ରରେ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ । ଚେଷ୍ଟା କରୁଥିବା କାମ ପ୍ରତିବନ୍ଧକ ମଧ୍ୟରେ ଅଟକି ରହିପାରେ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ହଠାତ୍ ଦୂର ଯାତ୍ରା କରିବା ପାଇଁ ମନ ବଳାଇବେ । ପରିସ୍ଥିତିବଶତଃ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
