• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th Nov 2022: ନୂଆ ପ୍ରେମ ସମ୍ପର୍କ ଆରମ୍ଭ ହେବ !

ଜାଣନ୍ତୁ, ଆଜିର ରାଶିଫଳ

Taurus

ବୃଷ

Wednesday 30 Nov 2022

କୃତିକା- ଦେହ ଭଲ ରହିଲେ ମଧ୍ୟ ମନରେ ଭୟ ଦେଖାଦେବ। ଆୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ବନ୍ଧୁଙ୍କ ସହିତ ମିଶି ଏକତ୍ର ଭୋଜନ କରିବେ।
ରୋହିଣୀ- ରାଜନୈତିକ ଜୀବନରେ ଶତ୍ରୁ ବୃଦ୍ଧି ଦେଖାଦେବ। କୌଣସି ବଡ ଧରଣର ଯୋଜନା କାର୍ଯ୍ୟକାରୀ ହୋଇପାରେ । ପ୍ରତିଯୋଗିତା ମୂଳକ ପରୀକ୍ଷାରେ ସଫଳତା ପାଇବେ।
ମୃଗଶିରା- ମହିଳା ମାନଙ୍କର ଘର କାମରେ ଉତ୍ସାହ ବଢିବ। ଖଳ ପ୍ରକୃତିର ଲୋକଙ୍କ ଠାରୁ ଦୂରେଇ ରୁହନ୍ତୁ।
ପ୍ରତିକାର – ଶୁକ୍ରଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :