• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th Nov 2022: ନୂଆ ପ୍ରେମ ସମ୍ପର୍କ ଆରମ୍ଭ ହେବ !

ଜାଣନ୍ତୁ, ଆଜିର ରାଶିଫଳ

Pisces

ମୀନ

Wednesday 30 Nov 2022

ପୂ , ଭାଦ୍ରପଦ- ଆପଣଙ୍କ କାମରେ ଜୀବନ ସାଥି ପ୍ରସନ୍ନ ରହିବେ। ବ୍ୟବସାୟୀଙ୍କୁ ଅଚାନକ ଧନ ଲାଭ ହୋଇପାରେ। ପରୀକ୍ଷାରେ କୃତକାର୍ଯ୍ୟ ହେବେ।
ଉ, ଭଦ୍ରପଦ- ଛାତ୍ରୀଙ୍କ ପାଇଁ ଦିନଟି ଲାଭ ପ୍ରଦ ହେବ। ରାଜନୀତିରେ ଅଧିକାରୀଙ୍କ ପ୍ରତି ଆପଣଙ୍କ ବ୍ୟବହାର କୋମଳ ରଖନ୍ତୁ । କଳା କ୍ଷେତ୍ରରେ ଥିବା ଲୋକଙ୍କୁ ଉନ୍ନତିର ନୂଆ ମାର୍ଗ ମିଳିବ ।
ରେବତୀ– ମହିଳା ମାନେ ଜିନିଷ କିଣିବାରେ ମନ ନିବେଶ କରିବେ। ବିରୋଧୀମାନଙ୍କ ପ୍ରତି ସାବଧାନ ରୁହନ୍ତୁ।
ପ୍ରତିକାର – ବୃହସ୍ପତିଙ୍କ ଗାୟତ୍ରୀ ମନ୍ତ୍ରକୁ ପାଠ କରନ୍ତୁ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :