• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th Nov 2022: ନୂଆ ପ୍ରେମ ସମ୍ପର୍କ ଆରମ୍ଭ ହେବ !

ଜାଣନ୍ତୁ, ଆଜିର ରାଶିଫଳ

Libra

ତୁଳା

Wednesday 30 Nov 2022

ଚିତ୍ରା- ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । କର୍ମ କ୍ଷେତ୍ରରେ ସବୁ କାର୍ଯ୍ୟ ସୁରୁଖୁରୁରେ ହେଇଯିବ । ପରିବାରରେ ସମସ୍ତଙ୍କୁ ସାହାର୍ଯ୍ୟ କରିବାରେ ସଫଳ ହେବେ ।
ସ୍ୱାତୀ- ରାଜନିତିରେ ରହି ଲୋକଙ୍କୁ ସହଯୋଗର  ମନବୃତି ପୋଷଣ କରିବେ । ଛାତ୍ର ଛାତ୍ରି ମାନେ ଉଚ୍ଚ ଶିକ୍ଷା କରିବା  ପାଇଁ ସୁଯୋଗ ଆସିପାରେ ।
ବିଶାଖା- ମହିଳା ମାନେ ଜିନିଷ କିଣିବାକୁ ସହରକୁ ଯାଇ ପାରନ୍ତି । ମୂଲ୍ୟବାନ୍ ଜିନିଷ ଚୋରି ହୋଇପାରେ।
ପ୍ରତିକାର- ଭାର୍ଗବୀଙ୍କର ଫଟୋକୁ ପୂଜାର୍ଚ୍ଚନା କରନ୍ତୁ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :