ଇଂରାଜୀରେ ୦୧ ତାରିଖ ରବିବାର । ଚନ୍ଦ୍ର- ବିଛା ଅହୋରାତ୍ର । ତିଥି- ଅମାବାସ୍ୟା ଦିବା ୧୧.୫୧ । ଗତେ ପ୍ରତିପଦ ଘାତଚନ୍ଦ୍ର- ନାସ୍ତି । ଘାତବାର- ମେଷ ରାଶିର ।
ଧନିଷ୍ଠା- ଶରୀରକୁ ସୁସ୍ଥ ରଖିବା ପାଇଁ ଆଜି ଆପଣ ବହୁତ ଯୋଜନା କରିବେ । କର୍ମ କ୍ଷେତ୍ରରେ ନିରବତା ଅବଲମ୍ବନ କରିବେ । କୌଣସି ବଡ଼ ସୁବିଧା ମିଳିବା ଯୋଗୁଁ ଧନ ଲାଭ ହେବ ।
ଶତଭିଷା- ଶିକ୍ଷାର୍ଥୀମାନେ ପରିଶ୍ରମ ମୁତାବକ ଫଳ ପାଇବେ । ପ୍ରଶାସନ କ୍ଷେତ୍ରରେ ଶୁଭ ଫଳ ପାଇବେ । ରାଜନୀତି ମନ ଚାହୁଁଥିବା ପଦ ପାଇବେ ।
ପୂ,ଭାଦ୍ରପଦ- ଜୀବନସାଥୀଙ୍କ ସହ ସମ୍ବନ୍ଧରେ ମଧୁରତା ଆସିବ । ଶିକ୍ଷାର୍ଥୀଙ୍କ ଆଶା ସଫଳ ହେବ । ଜିବିକା ଅର୍ଜନରେ ସଫଳତା ଲାଭ ପାଇବେ ।
ପ୍ରତିକାର- ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮
ସୌର ବିଛା ମାସ ମାର୍ଗଶୀର କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ରବିବାର । ଚନ୍ଦ୍ର- ବିଛା ଅହୋରାତ୍ର । ତିଥି- ଅମାବାସ୍ୟା ଦିବା ୧୧.୫୧ । ଗତେ ପ୍ରତିପଦ ଘାତଚନ୍ଦ୍ର- ନାସ୍ତି । ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃହିହାନି-ଭୂମିଦାନ ।