ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୩୦ ତାରିଖ ଶନିବାର । ଚନ୍ଦ୍ର- ବିଛା ଅହୋରାତ୍ର,ତିଥି- ୧୪ଶୀ ଦିବା ୧୦.୩୦ ଗତେ ଅମାବାସ୍ୟା,ଘାତଚନ୍ଦ୍ର- ନାସ୍ତି,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର,ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୧୨.୩୩ ଗତେ ୧ ପାଦ-କୃହିହାନି-ଭୂମିଦାନ ।
ଅଶ୍ୱନୀ- ଶାରିରୀକ କ୍ରିଡା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ । ପ୍ରେମିକ ପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ । ନୂଆ ଲୋକଙ୍କ ସହ ସାକ୍ଷାତରେ ଆପଣଙ୍କୁ ଲାଭ ହେବ
ଦ୍ୱିଜା- ଅଫିସ୍ କାମରେ ସଂପୂର୍ଣ୍ଣ ବ୍ୟସ୍ତ ରହିବେ । ଅଧିକ ଚିନ୍ତା କରିଲେ ମାନସିକ ଶାନ୍ତି ଭଙ୍ଗ ହେବ । ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ
କୃତିକା- ମହିଳା ମାନଙ୍କୁ ବନ୍ଧୁଙ୍କ ସହଯୋଗ ମିଳିବ । ବନ୍ଧୁ, ପରିଜନକୁ ନିଜର ମନ କଥା କୁହନ୍ତୁ । କୈାଣସି କାମରେ ଯଥେଷ୍ଟ ଲାଭ ହେବ । ପ୍ରେମ ଜୀବନ ଭଲ ରହିବ
ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯