ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୩୦ ତାରିଖ ଶନିବାର । ଚନ୍ଦ୍ର- ବିଛା ଅହୋରାତ୍ର,ତିଥି- ୧୪ଶୀ ଦିବା ୧୦.୩୦ ଗତେ ଅମାବାସ୍ୟା,ଘାତଚନ୍ଦ୍ର- ନାସ୍ତି,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର,ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୧୨.୩୩ ଗତେ ୧ ପାଦ-କୃହିହାନି-ଭୂମିଦାନ ।
ଧନିଷ୍ଠା- ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ପ୍ରକୃତିର ଆନନ୍ଦ ନେବା ପାଇଁ ଆଗ୍ରହ ପ୍ରକାଶ କରିବେ । ପ୍ରଶାସନିକ କାମ ଧୈର୍ୟ୍ୟର ସହ କରନ୍ତୁ ।
ଶତଭିଷା- ଇଂଜିନିୟରଙ୍କୁ ବଡ କଂପାନୀରେ ଚାକିରିରେ ପ୍ରସ୍ତାବ ମିଳିପାରେ । କୈାଣସି ଜରୁରୀ ଯୋଜନା ସଫଳ ହେବ । ପ୍ରତିଯୋଗିତା ମୂଳକ ପରୀକ୍ଷାରେ ସଫଳତା ପାଇବେ ।
ପୂ,ଭାଦ୍ରପଦ- ଆୟିନୀର ଦ୍ୱାରସ୍ଥ ହେବେ । ଜୀବନସାଥୀର ସମର୍ଥନ ଓ ପ୍ରେମ ପାଇବେ । ସମ୍ମାନିତ ଲୋକଙ୍କ ସହ ମିଶିବେ । ଆପଣଙ୍କ ପାଖକୁ ଧନଲାଭ ହେବା ଭଳି କାମ ଆସିବ
ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮