ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୩୦ ତାରିଖ ଶନିବାର । ଚନ୍ଦ୍ର- ବିଛା ଅହୋରାତ୍ର,ତିଥି- ୧୪ଶୀ ଦିବା ୧୦.୩୦ ଗତେ ଅମାବାସ୍ୟା,ଘାତଚନ୍ଦ୍ର- ନାସ୍ତି,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର,ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୧୨.୩୩ ଗତେ ୧ ପାଦ-କୃହିହାନି-ଭୂମିଦାନ ।
ପୂ,ଭାଦ୍ରପଦ- ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ବୃଦ୍ଧି ବିଦ୍ୟାର ଉତମ ଉପଯୋଗ କରି କାର୍ୟ୍ୟରେ ସଫଳତା ପାଇବେ । ବ୍ୟବସାୟରେ ଦ୍ୱିଗୁଣ ଲାଭ ପାଇବେ ।
ଉ,ଭାଦ୍ରପଦ- ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ନିଜର ଭଲ କାମ ପାଇଁ ପ୍ରଂଶସିତ ହେବେ । ଅଫିସ୍ରେ ଆଜି ନିଜ କାମକୁ ନେଇ ବ୍ୟସ୍ତ ରହିବେ । ମହିଳା ମାନେ ଅଳଙ୍କାର ମାନ କ୍ରୟ କରି ପାରନ୍ତି ।
ରେବତୀ- ବହୁ ଦିନର ମନସ୍କାମନା ପୂରଣ ହେବ । ଘରର ସୀମା ବା ସଂପତିକୁ ନେଇ ଆକସ୍ମିକ କଳହ ଲାଗିପାରେ । ଅଜଣା ବ୍ୟକ୍ତିଙ୍କୁ ବିଶ୍ୱାସ କରି ହଇରାଣ ହୋଇପାରନ୍ତି ।
ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩