ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୩୦ ତାରିଖ ଶନିବାର । ଚନ୍ଦ୍ର- ବିଛା ଅହୋରାତ୍ର,ତିଥି- ୧୪ଶୀ ଦିବା ୧୦.୩୦ ଗତେ ଅମାବାସ୍ୟା,ଘାତଚନ୍ଦ୍ର- ନାସ୍ତି,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର,ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୧୨.୩୩ ଗତେ ୧ ପାଦ-କୃହିହାନି-ଭୂମିଦାନ ।
ମୃଗଶିରା- ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ମନ ଆଧ୍ୟାତ୍ମିକତା ପ୍ରତି ଅଧିକ ରହିବ । ଆପଣଙ୍କ ସମ୍ପର୍କରେ ଆସୁଥିବା ପ୍ରତ୍ୟେକ ଲୋକଙ୍କ ସହ ପ୍ରେମପୂର୍ଣ୍ଣ ବ୍ୟବହାର କରିବେ ।
ଆଦ୍ରା- ବିଦ୍ୟାର୍ଥୀ ମାନେ ନାନା ସମସ୍ୟାରେ ଆଗେଇବେ । ପ୍ରେମିକା , ପ୍ରେମିକ ଦର୍ଶନୀୟ ସାନକୁ ବୁଲି ଯିବେ । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ ।
ପୁନର୍ବସୁ- ମହିଳା ମାନଙ୍କୁ ସମ୍ମାନ ଦେବେ । ଶତୃ କ୍ଷତି କରିବାକୁ ଚେଷ୍ଟା କଲେ ବି କିଛି କରିପାରିବେ ନାହିଁ । ଲକ୍ଷ୍ୟକୁ ନେଇ ଯାତ୍ରା ସମ୍ପର୍ଣ୍ଣ କରିବେ ।
ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫