ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୩୦ ତାରିଖ ଶନିବାର । ଚନ୍ଦ୍ର- ବିଛା ଅହୋରାତ୍ର,ତିଥି- ୧୪ଶୀ ଦିବା ୧୦.୩୦ ଗତେ ଅମାବାସ୍ୟା,ଘାତଚନ୍ଦ୍ର- ନାସ୍ତି,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର,ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୧୨.୩୩ ଗତେ ୧ ପାଦ-କୃହିହାନି-ଭୂମିଦାନ ।
ମଘା- ସକାରତ୍ମକ ଭାବନା ଘେନି ଆଗକୁ ବଢିବେ । ସରକାରୀ ଚାକିରିଆଙ୍କର ଭଲ ଜାଗାକୁ ବଦଳି ହେବ । ବ୍ୟବସାୟୀଙ୍କୁ ଲାଭ ମିଳିବ । ନିଜର ବିଚାରକୁ ସ୍ପଷ୍ଟ ରୂପେ ବ୍ୟକ୍ତ କରନ୍ତୁ
ପୂ,ଫାଲଗୁନି- ପଢାପଢିରେ ଶୁଭଫଳ ମିଳିବ । କାର୍ୟ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ , ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ । ନୂଆ ନୂଆ ବନ୍ଧୁ ସୃଷ୍ଟି କରିବେ
ଉ,ଫାଲଗୁନି- ବହୁ ଦିନର ସ୍ୱପ୍ନ ସାକାର ହେବ । ଆପଣଙ୍କର ଧ୍ୟାନ ଧାର୍ମୀକ କାର୍ୟ୍ୟରେ ଲାଗି ରହିବ । ନିଜର ପ୍ରତିଭାକୁ ବିକଶିତ କରିବା ଲାଗି ଅବସର ପାଇବେ
ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧