ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୩୦ ତାରିଖ ଶନିବାର । ଚନ୍ଦ୍ର- ବିଛା ଅହୋରାତ୍ର,ତିଥି- ୧୪ଶୀ ଦିବା ୧୦.୩୦ ଗତେ ଅମାବାସ୍ୟା,ଘାତଚନ୍ଦ୍ର- ନାସ୍ତି,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର,ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୧୨.୩୩ ଗତେ ୧ ପାଦ-କୃହିହାନି-ଭୂମିଦାନ ।
ଚିତ୍ରା- ପାରିବାରିକ ଜୀବନରେ ଅବହେଳା ପ୍ରଦର୍ଶନ କରିବେ । କୈାଣସି ବିଶେଷ ଖବର ମିଳିବାର ଯୋଗ ଅଛି । କୈାଣସି କାମ ତରବରିଆ ଭାବେ କରନ୍ତୁ ନାହିଁ
ସ୍ୱାତୀ- ଯେଉଁ କାମ କରିବେ ତାହା ମନ ମୁତାବକ ସଂପୂର୍ଣ୍ଣ ହେବ । ଚାକିରି ଖୋଜୁଥିବା ଲୋକଙ୍କୁ ନିଯୁକ୍ତି ମିଳିବ । ପ୍ରିୟବନ୍ଧୁ ସହ କଥା ହୋଇ ଭଲ ଲାଗିବ
ବିଶାଖା- ସମ୍ମାନିତ ଲୋକଙ୍କ ସହ ମିଶିବାର ଅବସର ପାଇବେ । ବଡ ଯୋଜନାର ଶୁଭାରମ୍ଭ କରିପାରନ୍ତି । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ
ପ୍ରତିକାର – ଶୁକ୍ରଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬