ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୩୦ ତାରିଖ ଶନିବାର । ଚନ୍ଦ୍ର- ବିଛା ଅହୋରାତ୍ର,ତିଥି- ୧୪ଶୀ ଦିବା ୧୦.୩୦ ଗତେ ଅମାବାସ୍ୟା,ଘାତଚନ୍ଦ୍ର- ନାସ୍ତି,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର,ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୧୨.୩୩ ଗତେ ୧ ପାଦ-କୃହିହାନି-ଭୂମିଦାନ ।
ବିଶାଖା- ପାରିବାରିକ ଜୀବନରେ ଦୁଃଖ-ସୁଖ ଲାଗି ରହିବ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ବଢିବ । ଆୟ ଅନୁଯାୟୀ ହାତ ଖୋଲା ଖର୍ଚ୍ଚ କରିବେ । ନାନା ଚିନ୍ତାରେ ମାନସିକ ଅସ୍ଥିରତା ବଢିବ ।
ଅନୁରାଧା- ବିଦ୍ୟାର୍ଥୀ ମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ । ପରିବାରର ସମପର୍କୀୟଙ୍କ େକୈାଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ । ନୂଆ ଲକ୍ଷ ପୂରଣ କରିବା ପାଇଁ ସାହାର୍ୟ୍ୟ ସହଯୋଗ ମିଳିବ ।
ଜ୍ୟେଷ୍ଠା- ଅଧିକ ଆତ୍ମବିଶ୍ୱାସ ହାନିକାରକ ହୋଇପାରେ । ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ଧାର ଦେବା ନେବାରେ ନିବୃତ ରୁହନ୍ତୁ । ନିଜ ଜିନିଷ କେଉଁଠି ରଖି ଭୁଲିଯିବେ
ପ୍ରତିକାର – ସୂର୍ୟ୍ୟ ଦେବତାଙ୍କୁ ଜଳ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯