ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୩୦ ତାରିଖ ଶନିବାର । ଚନ୍ଦ୍ର- ବିଛା ଅହୋରାତ୍ର,ତିଥି- ୧୪ଶୀ ଦିବା ୧୦.୩୦ ଗତେ ଅମାବାସ୍ୟା,ଘାତଚନ୍ଦ୍ର- ନାସ୍ତି,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର,ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୧୨.୩୩ ଗତେ ୧ ପାଦ-କୃହିହାନି-ଭୂମିଦାନ ।
ମୂଳା- ପରିବାରରେ ବାତାବରଣ ଶାନ୍ତିଦାୟକ ରହିବ । ସମ୍ବନ୍ଧରେ ଲାଗି ରହିଥିବା ତିକ୍ତତା ଦୂର ହେବ । ବିବାହ ଯୋଗ୍ୟ ଯୁବକଙ୍କ ଲାଗି ବିବାହ ପ୍ରସ୍ତାବ ଆସିବ ।
ପୂ,ଷାଢା- କର୍ତୁପକ୍ଷ ଆପଣଙ୍କୁ କୌଣସି ଦାୟିତ୍ୱ ଦେବେ । ବିଦ୍ୟାର୍ଥୀ ମାନେ ସଫଳତା ଲାଭ କରିବେ। ଆପଣ କୈାଣସି ବିଷୟରେ ବଡ ନିଷ୍ପତି ନେଇପାରନ୍ତି
ଉ,ଷାଢା- ସମ୍ପତି ବଢାଇବାର ଯୋଜନା ସଫଳ ହେବେ । ସୁନା ଅଳଙ୍କାର କିଣିବା ଲାଗି ଭାବିବେ । ଭାବିଥିବା କାମରେ ନିଜ ଦକ୍ଷତା ବଳରେ ପୁରା କରିବେ ।
ପ୍ରତିକାର – ପ୍ରତିଦିନ ସକାଳୁ ସୂର୍ୟ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩