Advertisment

Daily Horoscope 30th November 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ବହୁ ଦିନର ମନସ୍କାମନା ପୂରଣ ହେବ

author-image
Pallipuspa Samal
Daily Horoscope 30th November 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ବହୁ ଦିନର ମନସ୍କାମନା ପୂରଣ ହେବ
ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୩୦ ତାରିଖ ଶନିବାର । ଚନ୍ଦ୍ର- ବିଛା ଅହୋରାତ୍ର,ତିଥି- ୧୪ଶୀ ଦିବା ୧୦.୩୦ ଗତେ ଅମାବାସ୍ୟା,ଘାତଚନ୍ଦ୍ର- ନାସ୍ତି,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର,ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୧୨.୩୩ ଗତେ ୧ ପାଦ-କୃହିହାନି-ଭୂମିଦାନ ।