• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th Oct 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ରବିବାର ଚନ୍ଦ୍ର – ଧନୁ ଅହୋରାତ୍ର ତିଥି- ୬ଷ୍ଠୀ ରାତ୍ରି ୦୩/୨୮ ଗତେ ୭ମୀ ଘାତ ଚନ୍ଦ୍ର- ତୁଳା ଓ କୁମ୍ଭ ଅହୋରାତ୍ର ଘାତ ବାର – ମେଷ ପୁଷ୍କର ଦୋଷ – ୧ ପାଦ କୃଷିହାନି - ଭୂମିଦାନ ରାତ୍ରି ୦୩/୨୮ ଗତେ ୨ ପାଦ

Aries

ମେଷ

Sunday 30 Oct 2022

କୃତିକା - ଜଣେ ବାଲ୍ୟ ବନ୍ଧୁଙ୍କ ସାହାର୍ଯ୍ୟରେ ଦୀର୍ଘ ଦିନର ଆଶା ପୁରଣ ହେବ । ବ୍ୟବସାୟୀ ନିଜର ଜରୁରୀ କାଗଜ ପତ୍ର ସମ୍ଭାଳି ରଖନ୍ତୁ ।

ରୋହିଣୀ – ଜିବିକା ଅର୍ଜନରେ ସଫଳତା ଲାଭ ପାଇବେ । ଶିକ୍ଷାର୍ଥୀ ମାନେ ପରିଶ୍ରମ ମୁତାବକ ଫଳ ପାଇବେ । ପ୍ରଶାସନ କ୍ଷେତ୍ରରେ ଶୁଭ ଫଳ ପାଇବେ

ମୃଗଶିରା – ମାଲିମକଦ୍ଧମାରେ ଜୟଯୁକ୍ତ ହେବେ । ମହିଳା ମାନେ ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ

ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :