• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th Oct 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ରବିବାର ଚନ୍ଦ୍ର – ଧନୁ ଅହୋରାତ୍ର ତିଥି- ୬ଷ୍ଠୀ ରାତ୍ରି ୦୩/୨୮ ଗତେ ୭ମୀ ଘାତ ଚନ୍ଦ୍ର- ତୁଳା ଓ କୁମ୍ଭ ଅହୋରାତ୍ର ଘାତ ବାର – ମେଷ ପୁଷ୍କର ଦୋଷ – ୧ ପାଦ କୃଷିହାନି - ଭୂମିଦାନ ରାତ୍ରି ୦୩/୨୮ ଗତେ ୨ ପାଦ

Aquarius

କୁମ୍ଭ

Sunday 30 Oct 2022

ଧନିଷ୍ଠା – ବନ୍ଧୁ ମାନଙ୍କ ସହିତ ହସ ଖୁସିରେ ସମୟ କଟାଇବେ । ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ

ଶତଭିଷା – କର୍ମ କ୍ଷେତ୍ରରେ ଅନ୍ୟ ମାନେ ଆପଣଙ୍କର କର୍ମ କରିବାର ଶୈଳିକୁ ବୁଝିପାରିବେ ନାହିଁ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀ ମାନେ ଏକାଗ୍ରତା ରକ୍ଷା କରିବେ

ପୂ , ଭାଦ୍ରପଦ – ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି । ମହିଳା ମାନଙ୍କର ଗୁରୁଜନ ମାନଙ୍କ ସହିତ ମତାନ୍ତର ଘଟିପାରେ ।

ପ୍ରତିକାର – ମହାଦେବଙ୍କ ମନ୍ତ୍ରକୁ ୨୧ ଥର ଜପ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :