• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th Oct 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ରବିବାର ଚନ୍ଦ୍ର – ଧନୁ ଅହୋରାତ୍ର ତିଥି- ୬ଷ୍ଠୀ ରାତ୍ରି ୦୩/୨୮ ଗତେ ୭ମୀ ଘାତ ଚନ୍ଦ୍ର- ତୁଳା ଓ କୁମ୍ଭ ଅହୋରାତ୍ର ଘାତ ବାର – ମେଷ ପୁଷ୍କର ଦୋଷ – ୧ ପାଦ କୃଷିହାନି - ଭୂମିଦାନ ରାତ୍ରି ୦୩/୨୮ ଗତେ ୨ ପାଦ

Pisces

ମୀନ

Sunday 30 Oct 2022

ପୂ , ଭାଦ୍ରପଦ - ମାନସିକ ସ୍ତରରେ ଉନ୍ନତି ଆସିବ । ପ୍ରେମ ସପଂର୍କରେ ବ୍ୟାଘାତ ଘଟିପାରେ । କାର୍ଯ୍ୟରେ ସିଦ୍ଧିଲାଭ ସହ ସମ୍ନାନ ପାଇବେ

ଉ , ଭଦ୍ରପଦ - ରାଜନିତିରେ ଉଦ୍ୟମରେ ଅହେତୁକ ବାଧାବିଘ୍ନ ଦେଇ ଗତି କରିପାରନ୍ତି । କ୍ରୀଡା କ୍ଷେତ୍ରରେ ଉଲେଖନୀୟ ସଫଳତା ମିଳିପାରେ ।

ରେବତୀ – କୋର୍ଟକଚେରି ମାମଲାରେ ଲାଗିରହିଥିବା ଅଚଳାବସ୍ଥା ଦୂରିଭୂତ ହେବ । ମହିଳା ମାନଙ୍କର ଧାର୍ମିକ ଭାବନା ଉଦେୟ ହେବ ।

ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :