• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th Oct 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ରବିବାର ଚନ୍ଦ୍ର – ଧନୁ ଅହୋରାତ୍ର ତିଥି- ୬ଷ୍ଠୀ ରାତ୍ରି ୦୩/୨୮ ଗତେ ୭ମୀ ଘାତ ଚନ୍ଦ୍ର- ତୁଳା ଓ କୁମ୍ଭ ଅହୋରାତ୍ର ଘାତ ବାର – ମେଷ ପୁଷ୍କର ଦୋଷ – ୧ ପାଦ କୃଷିହାନି - ଭୂମିଦାନ ରାତ୍ରି ୦୩/୨୮ ଗତେ ୨ ପାଦ

Gemini

ମିଥୁନ

Sunday 30 Oct 2022

ମୃଗଶିରା - ସ୍ୱାସ୍ଥ୍ୟକୁ ନେଇ ଚିନ୍ତା କରିପାରନ୍ତି । ପାରିବାରରେ ମତାନ୍ତର ସୃଷ୍ଟି ହୋଇପାରେ । ବ୍ୟବସାୟରେ କ୍ରମଶଃ ଲାଭ ପାଇବେ

ଆଦ୍ରା – ରାଜଦଳୀୟ ନେତା ମିଥ୍ୟା ଗୁଜବରେ ବିଚଳିତ ହେବେ । ଶିକ୍ଷା ଦୃଷ୍ଟିରୁ ପିଲା ମାନଙ୍କୁ ବହୁତ ଭଲ ଫଳ ମିଳିବ । କର୍ମକ୍ଷେତ୍ରରେ ପ୍ରଶଂସା ଲାଭ କରିବେ

ପୁନର୍ବସୁ - ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ମହିଳା ମାନଙ୍କର ଭାଗ୍ୟ ଉଦ୍ୟୟ ହୋଇପାରେ

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :