• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th Oct 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ରବିବାର ଚନ୍ଦ୍ର – ଧନୁ ଅହୋରାତ୍ର ତିଥି- ୬ଷ୍ଠୀ ରାତ୍ରି ୦୩/୨୮ ଗତେ ୭ମୀ ଘାତ ଚନ୍ଦ୍ର- ତୁଳା ଓ କୁମ୍ଭ ଅହୋରାତ୍ର ଘାତ ବାର – ମେଷ ପୁଷ୍କର ଦୋଷ – ୧ ପାଦ କୃଷିହାନି - ଭୂମିଦାନ ରାତ୍ରି ୦୩/୨୮ ଗତେ ୨ ପାଦ

Cancer

କର୍କଟ

Sunday 30 Oct 2022

ପୁନର୍ବସୁ - ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପିଡା ଅପେକ୍ଷା କୃତ କମ ରହିବ

ପୁଷ୍ୟା – ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷେର ଯିବ ନାହିଁ ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ

ଅଶ୍ଳେଷା - ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ । ମହିଳା ମାନେ କରିଥିବା ଆଶା ପୂରଣ ହୋଇପାରେ ।

ପ୍ରତିକାର – ବରଗଛ ମୂଳରେ କିଛି କ୍ଷୀର ଢାଳି ଦିନଟି ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :