• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th Oct 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ରବିବାର ଚନ୍ଦ୍ର – ଧନୁ ଅହୋରାତ୍ର ତିଥି- ୬ଷ୍ଠୀ ରାତ୍ରି ୦୩/୨୮ ଗତେ ୭ମୀ ଘାତ ଚନ୍ଦ୍ର- ତୁଳା ଓ କୁମ୍ଭ ଅହୋରାତ୍ର ଘାତ ବାର – ମେଷ ପୁଷ୍କର ଦୋଷ – ୧ ପାଦ କୃଷିହାନି - ଭୂମିଦାନ ରାତ୍ରି ୦୩/୨୮ ଗତେ ୨ ପାଦ

Leo

ସିଂହ

Sunday 30 Oct 2022

ମଘା –ପରିବାରରେ ସୁଖଶାନ୍ତି ଫେରିଆସିବ । ଭାଙ୍ଗିଯାଇଥିବା ସପଂର୍କ ପୁନର୍ବାର ଯୋଡି ହୋଇପାରେ ।

ପୂ , ଫାଲଗୁନୀ - କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରୀ ମାନଙ୍କ ସହିତ କିଛି ବାଦ ବିବାଦ ଉପୁଜି ପାରେ । ଛାତ୍ର ଛାତ୍ରି ମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ

ଉ ,ଫାଲଗୁନୀ – ଅଯଥା ଖର୍ଚ୍ଚ ବୃଦ୍ଧି ହୋଇପାରେ । ମହିଳା ମାନେ ପାରିବରିକ ସମସ୍ୟା ଭୋଗିବେ ।

ପ୍ରତିକାର – ମାଙ୍କଡକୁ ଗୁଡ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :