• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th Oct 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ରବିବାର ଚନ୍ଦ୍ର – ଧନୁ ଅହୋରାତ୍ର ତିଥି- ୬ଷ୍ଠୀ ରାତ୍ରି ୦୩/୨୮ ଗତେ ୭ମୀ ଘାତ ଚନ୍ଦ୍ର- ତୁଳା ଓ କୁମ୍ଭ ଅହୋରାତ୍ର ଘାତ ବାର – ମେଷ ପୁଷ୍କର ଦୋଷ – ୧ ପାଦ କୃଷିହାନି - ଭୂମିଦାନ ରାତ୍ରି ୦୩/୨୮ ଗତେ ୨ ପାଦ

Virgo

କନ୍ୟା

Sunday 30 Oct 2022

ଉ , ଫାଲଗୁନୀ – ସା୍ୱସ୍ଥ୍ୟରେ ଅବୋନ୍ନତି ଦେଖା ଦେଇପାରେ । ବିବାହ ଆଶାୟୀ ଯୁବକ ଯୁବତୀ ମାନଙ୍କ ପାଇଁ ସ୍ତିରିକୃତ ହୋଇପାରେ ।

ହସ୍ତା – ରାଜନିତି କ୍ଷେତ୍ରରେ ବିଜୟ ଲାଭ କରିବେ । କର୍ମ କ୍ଷେତ୍ରରେ ଉଚ୍ଚ ପଦବୀ ଲାଭ କରି ପାରନ୍ତି । ଶିକ୍ଷାତ୍ରି ମାନେ ଅଧ୍ୟୟନ ରତ ରହିବେ

ଚିତ୍ରା – ମାଲିମକଦମା ଆପଷ ବୁଝାବଣା ମଧ୍ୟରେ ସମାଧାନ କରିବେ । ଗୃହିଣୀ ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ

ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :