• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th Oct 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ରବିବାର ଚନ୍ଦ୍ର – ଧନୁ ଅହୋରାତ୍ର ତିଥି- ୬ଷ୍ଠୀ ରାତ୍ରି ୦୩/୨୮ ଗତେ ୭ମୀ ଘାତ ଚନ୍ଦ୍ର- ତୁଳା ଓ କୁମ୍ଭ ଅହୋରାତ୍ର ଘାତ ବାର – ମେଷ ପୁଷ୍କର ଦୋଷ – ୧ ପାଦ କୃଷିହାନି - ଭୂମିଦାନ ରାତ୍ରି ୦୩/୨୮ ଗତେ ୨ ପାଦ

Libra

ତୁଳା

Sunday 30 Oct 2022

ଚିତ୍ରା – ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । ପ୍ରେମିକ ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ । ଦୁର୍ଘଟଣା ଗସ୍ତ ୋଇପାରନ୍ତି ।

ସ୍ୱାତୀ – ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । ନୂତନ ଯୋନଜାକୁ କର୍ଯ୍ୟକରୀ କରନ୍ତୁ ନାହିଁ । ଶିକ୍ଷାତ୍ରୀ ମାନେ କିଛି ପରିମାଣରେ ଶୁଭଫଳ ପାଇବେ

ବିଶାଖା – ଚୋରି ହେବା ସମ୍ଭାବନା ରହିଛି । ମହିଳା ମାନେ ପୂରାତନ ରୋଗର ପିଡା ଅନୁଭବ କରିବେ ।

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :