• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th Oct 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ରବିବାର ଚନ୍ଦ୍ର – ଧନୁ ଅହୋରାତ୍ର ତିଥି- ୬ଷ୍ଠୀ ରାତ୍ରି ୦୩/୨୮ ଗତେ ୭ମୀ ଘାତ ଚନ୍ଦ୍ର- ତୁଳା ଓ କୁମ୍ଭ ଅହୋରାତ୍ର ଘାତ ବାର – ମେଷ ପୁଷ୍କର ଦୋଷ – ୧ ପାଦ କୃଷିହାନି - ଭୂମିଦାନ ରାତ୍ରି ୦୩/୨୮ ଗତେ ୨ ପାଦ

Scorpio

ବିଛା

Sunday 30 Oct 2022

ବିଶାଖା – ଶରୀର ଭଲ ରହିବା ସହିତ ମିଷ୍ଠାନ ଭୋଜନର ଯୋଗ ବୃଦ୍ଧି ରହିଅଛି । ବାନ୍ଧବୀଙ୍କର ସହିତ ଦେଖାହେଇ ପାରେ । ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ

ଅନୁରାଧା – ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । କର୍ମ ପାଇଁ ପ୍ରଶଂସିତ ହୋଇ ପାରନ୍ତି । ଛାତ୍ର ଛତ୍ରୀ ମାନେ ଅଧିକ ସମୟ ଖେଳରେ କଟାଇବେ ।

ଜ୍ୟେଷ୍ଠା – କୋର୍ଟରେ ରାୟ ଆପଣଙ୍କ ସପୋର୍ଟରେ ଆସିପାରେ । ମହିଳା ମାନେ ଆଭୁଷଣ ପ୍ରିୟ ହେବେ ।

ପ୍ରତିକାର –ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :