• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th Oct 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ରବିବାର ଚନ୍ଦ୍ର – ଧନୁ ଅହୋରାତ୍ର ତିଥି- ୬ଷ୍ଠୀ ରାତ୍ରି ୦୩/୨୮ ଗତେ ୭ମୀ ଘାତ ଚନ୍ଦ୍ର- ତୁଳା ଓ କୁମ୍ଭ ଅହୋରାତ୍ର ଘାତ ବାର – ମେଷ ପୁଷ୍କର ଦୋଷ – ୧ ପାଦ କୃଷିହାନି - ଭୂମିଦାନ ରାତ୍ରି ୦୩/୨୮ ଗତେ ୨ ପାଦ

Capricorn

ମକର

Sunday 30 Oct 2022

ଉ , ଷାଢା - ଶାରିରୀକ ଉନ୍ନତି ଆସିବ । କର୍ମ କ୍ଷେତ୍ରରେ  ଉନ୍ନତି କରିବେ । ସାଂସାରିକ କ୍ଷେତ୍ରରେ ସୁଖ ସମୃ୍‌ଦ୍ଧି ଫେରିଆସିବ ଓ ସମ୍ପର୍କରେ ଉନ୍ନତି ଆସିବ

ଶ୍ରବଣା – ରାଜନିତିରେ କୈାଣସି କାର୍ଯ୍ୟ ଆପଣଙ୍କ ହାତରୁ ଖସି ଯାଇପାରେ । କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ । ମନ୍ଥରତା ଭିତରେ ମଧ୍ୟ ବ୍ୟବସାୟରେ ସୁଫଳତା ପାଇବେ

ଧନିଷ୍ଠା – ଜମିଜମାକୁ ନେଇ ନିଜ ଲୋକମାନେ ବିଶ୍ୱାସ ଘାତ କରିପାରନ୍ତି । ମହିଳା ମାନେ ଆମୋଦ ପ୍ରମୋଦରେ ସମୟ କଟାଇବେ ।

ପ୍ରତିକାର – ଶନିଙ୍କ ମାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :