• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th Sept 2022: ଏହି ରାଶିର ବ୍ୟକ୍ତି ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୩୦ ତାରିଖ ଶୁକ୍ରବାର, ତିଥି –୫ମୀ ରାତ୍ରି ୧୦/୩୫ ଗତେ ୬ଷ୍ଠୀ ଚନ୍ଦ୍ର   – ବିଛା ଅହୋରାତ୍ର ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ବିଛା, ଧନୁ ଓ ମୀନ ପୁଷ୍କର ଦୋଷ – ନାସ୍ତି

Aries

ମେଷ

Friday 30 Sep 2022

ଅଶ୍ୱନୀ – କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରିବାକୁ ପଡ଼ିବ
ଦ୍ୱିଜା – ଜୀବନସାଥିଙ୍କ ପ୍ରତି ନିଜର ବ୍ୟବହାର ବଦଳାନ୍ତୁ
କୃତିକା – କର୍ମକ୍ଷେତ୍ରରେ  ଧର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ
ପ୍ରତିକାର -  ମହାଦେବଙ୍କୁ ତ୍ରିଶାଖା ବେଲପତ୍ର ଅର୍ପଣ କରନ୍ତୁ   

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :