• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th Sept 2022: ଏହି ରାଶିର ବ୍ୟକ୍ତି ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୩୦ ତାରିଖ ଶୁକ୍ରବାର, ତିଥି –୫ମୀ ରାତ୍ରି ୧୦/୩୫ ଗତେ ୬ଷ୍ଠୀ ଚନ୍ଦ୍ର   – ବିଛା ଅହୋରାତ୍ର ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ବିଛା, ଧନୁ ଓ ମୀନ ପୁଷ୍କର ଦୋଷ – ନାସ୍ତି

Taurus

ବୃଷ

Friday 30 Sep 2022

କୃତିକା  - କାର୍ଯ୍ୟକ୍ଷେତ୍ରରେ ପୁରୁଣା ପରିଚୟରୁ ଲାଭ ମିଳିବ
ରୋହିଣୀ –ଆପଣଙ୍କ ସମ୍ମୁଖକୁ ନୂଆ ଆହ୍ୱାନ ଆସିପାରେ
ମୃଗଶିରା –ଅଫିସ୍‌ରେ ନୂଆ ଦାୟିତ୍ୱ ପାଇ ପାରନ୍ତି
ପ୍ରତିକାର – ମା’ ଲକ୍ଷ୍ମୀଙ୍କୁ କିସ୍‌ମିସ୍ ଅର୍ପଣ କରନ୍ତୁ  

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :