• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th Sept 2022: ଏହି ରାଶିର ବ୍ୟକ୍ତି ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୩୦ ତାରିଖ ଶୁକ୍ରବାର, ତିଥି –୫ମୀ ରାତ୍ରି ୧୦/୩୫ ଗତେ ୬ଷ୍ଠୀ ଚନ୍ଦ୍ର   – ବିଛା ଅହୋରାତ୍ର ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ବିଛା, ଧନୁ ଓ ମୀନ ପୁଷ୍କର ଦୋଷ – ନାସ୍ତି

Aquarius

କୁମ୍ଭ

Friday 30 Sep 2022

ଧନିଷ୍ଠା –ଆଖପାଖରେ ଲୋକ ଆପଣଙ୍କ ବ୍ୟବହାରରେ ଖୁସି ହେବେ
ଶତଭିଷା –ଧନ ସମ୍ବନ୍ଧୀୟ ଚିନ୍ତା ଦୂର ହେବ 
ପୂ , ଭାଦ୍ରପଦ  –ପୂଜା ପାଠରେ  ଅଧିକ ସମୟ ବିତାଇବେ
ପ୍ରତିକାର – କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :