• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th Sept 2022: ଏହି ରାଶିର ବ୍ୟକ୍ତି ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୩୦ ତାରିଖ ଶୁକ୍ରବାର, ତିଥି –୫ମୀ ରାତ୍ରି ୧୦/୩୫ ଗତେ ୬ଷ୍ଠୀ ଚନ୍ଦ୍ର   – ବିଛା ଅହୋରାତ୍ର ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ବିଛା, ଧନୁ ଓ ମୀନ ପୁଷ୍କର ଦୋଷ – ନାସ୍ତି

Gemini

ମିଥୁନ

Friday 30 Sep 2022

ମୃଗଶିରା - ବାଟରେ ଯିବା ସମୟରେ କୌଣସି ବନ୍ଧୁଙ୍କ ସହିତ ଭେଟ ହୋଇପାରେ
ଆଦ୍ରା -  ଆପଣଙ୍କ ଧ୍ୟାନ ଧର୍ମ କାର୍ଯ୍ୟରେ ଲାଗି ରହିବ
ପୁନର୍ବସୁ -  ସନ୍ତାନଙ୍କ ଠାରୁ ଖୁସି ଖବର ପାଇବେ
ପ୍ରତିକାର –ପ୍ରଭୂ ଗଣେଶଙ୍କୁ ଦୂବ ଦାନ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :