• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th Sept 2022: ଏହି ରାଶିର ବ୍ୟକ୍ତି ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୩୦ ତାରିଖ ଶୁକ୍ରବାର, ତିଥି –୫ମୀ ରାତ୍ରି ୧୦/୩୫ ଗତେ ୬ଷ୍ଠୀ ଚନ୍ଦ୍ର   – ବିଛା ଅହୋରାତ୍ର ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ବିଛା, ଧନୁ ଓ ମୀନ ପୁଷ୍କର ଦୋଷ – ନାସ୍ତି

Cancer

କର୍କଟ

Friday 30 Sep 2022

ପୁନର୍ବସୁ -  ବିଦ୍ୟାର୍ଥୀମାନେ କ୍ୟାରିୟରରେ ଉନ୍ନତି ପାଇଁ ଅଧିକ ପରିଶ୍ରମ କରିବେ
ପୁଷ୍ୟା –  ଅଯଥା ଖର୍ଚ୍ଚ ବୃଦ୍ଧି ହୋଇପାରେ
ଅଶ୍ଳେଷା -  ଉଦ୍ୟମରେ ଅହେତୁକ ବାଧାବିଘ୍ନ ଦେଇ ଗତି କରିପାରନ୍ତି
ପ୍ରତିକାର – କୌଣସି ଅସହାୟ ବ୍ୟକ୍ତିଙ୍କୁ ସାହାଯ୍ୟ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :