• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th Sept 2022: ଏହି ରାଶିର ବ୍ୟକ୍ତି ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୩୦ ତାରିଖ ଶୁକ୍ରବାର, ତିଥି –୫ମୀ ରାତ୍ରି ୧୦/୩୫ ଗତେ ୬ଷ୍ଠୀ ଚନ୍ଦ୍ର   – ବିଛା ଅହୋରାତ୍ର ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ବିଛା, ଧନୁ ଓ ମୀନ ପୁଷ୍କର ଦୋଷ – ନାସ୍ତି

Leo

ସିଂହ

Friday 30 Sep 2022

ମଘା – ସମାଜରେ ଯଶ ଖ୍ୟାତି ବଢିବ
ପୂ , ଫାଲଗୁନୀ -  ଯାତ୍ରାରେ ଯାଆନ୍ତୁଳ ଧନଲାଭ ହୋଇପାରେ
ଉ ,ଫାଲଗୁନୀ – ବ୍ୟବସାୟରେ ନୂଆ ଚୁକ୍ତି କରିବେ
ପ୍ରତିକାର –ପ୍ରଭୁ ସୂର୍ଯ୍ୟନାରାୟଣଙ୍କୁ ଜଳ ପ୍ରଦାନ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :