• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th Sept 2022: ଏହି ରାଶିର ବ୍ୟକ୍ତି ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୩୦ ତାରିଖ ଶୁକ୍ରବାର, ତିଥି –୫ମୀ ରାତ୍ରି ୧୦/୩୫ ଗତେ ୬ଷ୍ଠୀ ଚନ୍ଦ୍ର   – ବିଛା ଅହୋରାତ୍ର ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ବିଛା, ଧନୁ ଓ ମୀନ ପୁଷ୍କର ଦୋଷ – ନାସ୍ତି

Scorpio

ବିଛା

Friday 30 Sep 2022

ବିଶାଖା – ଲୋକେ ଆପଣଙ୍କ ସ୍ୱଭାବରେ ପ୍ରଭାବିତ ହେବେ
ଅନୁରାଧା –ଦୂର ସଂପର୍କୀୟଙ୍କ ଠାରୁ ଭଲ ଖବର ଶୁଣିବେ
ଜ୍ୟେଷ୍ଠା  –  ରାଜନୀତିରେ ସଫଳତା ପାଇବେ
ପ୍ରତିକାର – ମଥାରେ ଚନ୍ଦନ ଲଗାଇ ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :