• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th Sept 2022: ଏହି ରାଶିର ବ୍ୟକ୍ତି ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୩୦ ତାରିଖ ଶୁକ୍ରବାର, ତିଥି –୫ମୀ ରାତ୍ରି ୧୦/୩୫ ଗତେ ୬ଷ୍ଠୀ ଚନ୍ଦ୍ର   – ବିଛା ଅହୋରାତ୍ର ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ବିଛା, ଧନୁ ଓ ମୀନ ପୁଷ୍କର ଦୋଷ – ନାସ୍ତି

Sagittarius

ଧନୁ

Friday 30 Sep 2022

ମୂଳା –ଆପଣଙ୍କ ଧ୍ୟାନ ଧର୍ମ ଦିଗରେ  ଅଧିକ ଲାଗି ରହିବ 
ପୂ , ଷାଢା – ସନ୍ତାନ ପକ୍ଷରୁ ଖୁସି ଖବର ପାଇବେ
ଉ , ଷାଢା – ବ୍ୟବସାୟରେ ଖୁସିର ଆଗମନ ହେବ    
ପ୍ରତିକାର – ପିତାମାତାଙ୍କ ଚରଣ ସ୍ପର୍ଶ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :