• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th September 2023: ଏହି ରାଶିର ବ୍ୟକ୍ତି ବିଶେଷଙ୍କ କ୍ଷେତ୍ରରେ ଧନଲାଭର ବଡ଼ ସୁଯୋଗ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୩୦ ତାରିଖ ଶନିବାର । ଚନ୍ଦ୍ର - ମୀନ ରାତ୍ରି ୦୯.୦୯ ଗତେ ମେଷ । ତିଥି - ପ୍ରତିପଦ ଦିବା ୧୨.୨୧ ଗତେ ୨ୟା । ଘାତ ଚନ୍ଦ୍ର - ଧନୁ ରାଶିର, ରାତ୍ରି ୦୯.୦୯ ଗତେ ମେଷ ରାଶି । ଘାତ ବାର- ବୃଷ, ସିଂହ ଓ କନ୍ୟା ।

Taurus

ବୃଷ

Saturday 30 Sep 2023

କୃତିକା- ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରି ଫଳରେ ସୁଖଶାନ୍ତି ଫେରି ଆସିବ । ବାଣିଜ୍ୟ- ବ୍ୟବସାୟରେ ସ୍ଥିତି ସୁଦୃଢ ହୋଇଯିବ । 

ରୋହିଣୀ- ରାଜନୈତିକ କ୍ଷେତ୍ରରେ ସହକର୍ମୀ ମାନଙ୍କ ସହ ଶତ୍ରୁତା ଦୂରେଇ ଯିବା ଫଳରେ ଶତୃମାନେ ଦୁର୍ବଳ ହେବେ । ଗଠନ ମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିବ ।

ମୃଗଶିରା- ଛାତ୍ର ଛାତ୍ରୀ ମାନେ ପଢାରେ ମନଯୋଗ ରଖିବା ପାଇଁ ଚେଷ୍ଟା କରିବେ । ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବା ସହ ଋଣ ପରିଶୋଧ କରି ପାରନ୍ତି । 

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬

ପ୍ରତିକାର-ଶୁକ୍ରଙ୍କ ମନ୍ତ୍ର ଜପ କରନ୍ତୁ ।