• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th September 2023: ଏହି ରାଶିର ବ୍ୟକ୍ତି ବିଶେଷଙ୍କ କ୍ଷେତ୍ରରେ ଧନଲାଭର ବଡ଼ ସୁଯୋଗ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୩୦ ତାରିଖ ଶନିବାର । ଚନ୍ଦ୍ର - ମୀନ ରାତ୍ରି ୦୯.୦୯ ଗତେ ମେଷ । ତିଥି - ପ୍ରତିପଦ ଦିବା ୧୨.୨୧ ଗତେ ୨ୟା । ଘାତ ଚନ୍ଦ୍ର - ଧନୁ ରାଶିର, ରାତ୍ରି ୦୯.୦୯ ଗତେ ମେଷ ରାଶି । ଘାତ ବାର- ବୃଷ, ସିଂହ ଓ କନ୍ୟା ।

Pisces

ମୀନ

Saturday 30 Sep 2023

ପୂ, ଭାଦ୍ରପଦ- ଅସ୍ୱାସ୍ଥ୍ୟ କର ପରିସ୍ଥିତିକୁ ନେଇ ଚିନ୍ତା ଗ୍ରସ୍ତ ରହିବେ । ଅଚିହ୍ନା ଲୋକଙ୍କ ଠାରୁ ସାହାର‌୍ୟ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ ।

ଉ, ଭାଦ୍ରପଦ- ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ମନରେ ସାହସ ବାନ୍ଧି କୈାଣସି କାମ ଆରମ୍ଭ କରି, ଅବଶ୍ୟ ସଫଳତା ପାଇବେ । ଆପଣଙ୍କ ସବୁ ମନୋକାମନା ପୁର୍ଣ ହେବ ।

ରେବତୀ- କୌଣସି ପ୍ରକାର ଗାଡି କିଣିବା ଠାରୁ ଦୂରେଇ ରହିବା ଉଚିତ । ସମ୍ପତ୍ତି କ୍ରୟ କରିବାର ଦୃଢ଼ ସମ୍ଭାବନା ରହିବ । ମହିଳା ମାନେ ଇଶ୍ୱର ବିଶ୍ୱାସି ହେବେ ।

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩

ପ୍ରତିକାର - ବ୍ରାହ୍ନଣଙ୍କର ସେବା କରନ୍ତୁ