• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th September 2023: ଏହି ରାଶିର ବ୍ୟକ୍ତି ବିଶେଷଙ୍କ କ୍ଷେତ୍ରରେ ଧନଲାଭର ବଡ଼ ସୁଯୋଗ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୩୦ ତାରିଖ ଶନିବାର । ଚନ୍ଦ୍ର - ମୀନ ରାତ୍ରି ୦୯.୦୯ ଗତେ ମେଷ । ତିଥି - ପ୍ରତିପଦ ଦିବା ୧୨.୨୧ ଗତେ ୨ୟା । ଘାତ ଚନ୍ଦ୍ର - ଧନୁ ରାଶିର, ରାତ୍ରି ୦୯.୦୯ ଗତେ ମେଷ ରାଶି । ଘାତ ବାର- ବୃଷ, ସିଂହ ଓ କନ୍ୟା ।

Gemini

ମିଥୁନ

Saturday 30 Sep 2023

ମୃଗଶିରା- ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ଆପଣ ଟିକେ ଆଳସ୍ୟ ଅନୁଭବ କରିବେ । ନୂତନ ଭାବରେ ଆରମ୍ଭ କରୁଥିବା କାର‌୍ୟ୍ୟରେ ବ୍ୟସ୍ତ ରହିବେ ।

ଆଦ୍ରା - ଆର୍ôଥକ କ୍ଷେତ୍ରରେ ପରିବର୍ତନ ଆସିବ । ଆନୁଷ୍ଠାନିକ କାମହାସଲ କରିବା ସକାଶେ ବନ୍ଧୁଙ୍କ ସାହାର୍ଯ୍ୟ ଉପରେ ନିର୍ଭର କରି ପାରନ୍ତି । ସାମାଜିକ କଲ୍ୟାଣରେ ପୂର୍ଣ୍ଣ ସହଯୋଗ କରିବେ ।

ପୁନର୍ବସୁ- ଋଣ ପରିଶୋଧ କରିବାରେ ସୁଯୋଗ ପାଇବେ । ଛାତ୍ରଛାତ୍ରୀ ମାନେ ପଢାରେ ଆଗ୍ରହ ପ୍ରକାଶ କରି ପରୀକ୍ଷାରେ କୃତକାର୍ଯ୍ୟ ହେବେ । ଅପେକ୍ଷା କରୁଥିବା ବନ୍ଧୁଙ୍କୁ ନପାଇ ବ୍ୟସ୍ତ ହୋଇ ପଡିବେ ।

ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫

ପ୍ରତିକାର- ବୁଧଙ୍କର ମନ୍ତ୍ର ଜପ କରନ୍ତୁ ।