• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th September 2023: ଏହି ରାଶିର ବ୍ୟକ୍ତି ବିଶେଷଙ୍କ କ୍ଷେତ୍ରରେ ଧନଲାଭର ବଡ଼ ସୁଯୋଗ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୩୦ ତାରିଖ ଶନିବାର । ଚନ୍ଦ୍ର - ମୀନ ରାତ୍ରି ୦୯.୦୯ ଗତେ ମେଷ । ତିଥି - ପ୍ରତିପଦ ଦିବା ୧୨.୨୧ ଗତେ ୨ୟା । ଘାତ ଚନ୍ଦ୍ର - ଧନୁ ରାଶିର, ରାତ୍ରି ୦୯.୦୯ ଗତେ ମେଷ ରାଶି । ଘାତ ବାର- ବୃଷ, ସିଂହ ଓ କନ୍ୟା ।

Cancer

କର୍କଟ

Saturday 30 Sep 2023

ପୁନର୍ବସୁ - ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୈାଶଳକ୍ରମେ ସମାଧାନ କରିବେ । କଠିନ ପରିଶ୍ରମ କରିବା ଯୋଗୁଁ ଶାରୀରିକ ଅସୁସ୍ଥତା ଦେଖାଦେଇ ପାରେ ।

ପୁଷ୍ୟା- ବିଦ୍ୟାର୍ଥୀ ମାନେ ପଢାରେ ମନ ଲଗାଇ ପାରିବେ ନାହିଁ । ପଡୋଶୀ ମାନେ ଈର୍ଷାପରାୟଣ ହେଲେ ବି କ୍ଷତିକାରୀ ହେବେ ନାହିଁ । ପ୍ରେମିକ, ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ ।

ଅଶ୍ଳେଷା- କଳକାରଖାନାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଅଧିକ ପରିଶ୍ରମ କରି ପ୍ରଶଂସା ପାଇବେ । ଆୟିନୀ ଅଦାଲତରେ ଜୟଯୁକ୍ତ ହୋଇପାରନ୍ତି । ମହିଳା ମାନେ ଉତମ କାର୍ଯ୍ୟ କରି ପ୍ରଶଂସିତ ହୋଇପାରନ୍ତି । 

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨

ପ୍ରତିକାର - ବରଗଛ ମୂଳରେ କିଛି କ୍ଷୀର ଢାଳି ଦିନଟି ଆରମ୍ଭ କରନ୍ତୁ