ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୩୦ ତାରିଖ ଶନିବାର । ଚନ୍ଦ୍ର - ମୀନ ରାତ୍ରି ୦୯.୦୯ ଗତେ ମେଷ । ତିଥି - ପ୍ରତିପଦ ଦିବା ୧୨.୨୧ ଗତେ ୨ୟା । ଘାତ ଚନ୍ଦ୍ର - ଧନୁ ରାଶିର, ରାତ୍ରି ୦୯.୦୯ ଗତେ ମେଷ ରାଶି । ଘାତ ବାର- ବୃଷ, ସିଂହ ଓ କନ୍ୟା ।
ମଘା- । କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରି ବ୍ୟସ୍ତ ବିବ୍ରତ ହୋଇ ପଡିବେ । ମନସ୍ଥାପରେ ସମୟ କଟାଇବେ ଓ ବିରକ୍ତି ଭାବ ପ୍ରକାଶ କରିବେ । ଆପଣଙ୍କର ବହୁତ କାମ ଅଧୁରା ରହିପାରେ ।
ପୂ- ଫାଲ୍ଗୁନୀ- ରାଜନୀତିରେ ଆର୍ଥିକ ଲାଭ ହୋଇପାରେ । ସତ୍ସଙ୍ଗ ଓ ଦେବତା ଦର୍ଶନରେ ମନ ନିବେଶ କରିବେ । ଅନ୍ୟର ସାହାର୍ଯ୍ୟରେ ଅଟକି ରହିଥିବା କାମକୁ ସପୂର୍ଣ୍ଣ କରିବେ ।
ଉ- ଫାଲ୍ଗୁନୀ- ମହିଳା ମାନେ ପୂଜା ପାଠରେ ମନୋନିବେଶ କରିବେ । ଛାତ୍ରଛାତ୍ରୀମାନେ ବନ୍ଧୁଙ୍କ ସହଯୋଗରେ ଆଗକୁ ଆଗେଇ ଚାଲିବେ । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର-ବିଷ୍ଣୁଙ୍କର ଉପାସନା କରିବ ।