• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th September 2023: ଏହି ରାଶିର ବ୍ୟକ୍ତି ବିଶେଷଙ୍କ କ୍ଷେତ୍ରରେ ଧନଲାଭର ବଡ଼ ସୁଯୋଗ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୩୦ ତାରିଖ ଶନିବାର । ଚନ୍ଦ୍ର - ମୀନ ରାତ୍ରି ୦୯.୦୯ ଗତେ ମେଷ । ତିଥି - ପ୍ରତିପଦ ଦିବା ୧୨.୨୧ ଗତେ ୨ୟା । ଘାତ ଚନ୍ଦ୍ର - ଧନୁ ରାଶିର, ରାତ୍ରି ୦୯.୦୯ ଗତେ ମେଷ ରାଶି । ଘାତ ବାର- ବୃଷ, ସିଂହ ଓ କନ୍ୟା ।

Libra

ତୁଳା

Saturday 30 Sep 2023

ଚିତ୍ରା- ନବ ବିବାହିତ ଦମ୍ପତି ଏକା ସାଙ୍ଗରେ ସମୟ ବିତାଇବେ । ପାରିବାରିକ ଜୀବନ ଆମୋଦ ଦାୟକ ହେବ । ବ୍ୟବସାୟ ବିଷୟରେ ଭଲ କଥା କହିବେ ।

ସ୍ୱାତୀ- ସମୟ ଅଭାବରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକୁ ପରିବର୍ତନ କରିପାରନ୍ତି । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ । ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ସଫଳତା ଲାଭ କରିବେ ।

ବିଶାଖା- ସାମ୍ବାଦିକ କ୍ଷେତ୍ରରେ କାର‌୍ୟ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ । ଘରୋଇ କାର୍ଯ୍ୟକୁ ପୁରା କରିବାରେ ସକ୍ଷମ ହେବେ । ବାହ୍ୟ ଶତୃଙ୍କ ଠାରୁ ଦୂରରେ ରହିଲେ ଭଲ ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬

ପ୍ରତିକାର-ଗୋମାତାଙ୍କୁ କିଛି ଖାଇବାକୁ ଦିଅନ୍ତୁ