• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th September 2023: ଏହି ରାଶିର ବ୍ୟକ୍ତି ବିଶେଷଙ୍କ କ୍ଷେତ୍ରରେ ଧନଲାଭର ବଡ଼ ସୁଯୋଗ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୩୦ ତାରିଖ ଶନିବାର । ଚନ୍ଦ୍ର - ମୀନ ରାତ୍ରି ୦୯.୦୯ ଗତେ ମେଷ । ତିଥି - ପ୍ରତିପଦ ଦିବା ୧୨.୨୧ ଗତେ ୨ୟା । ଘାତ ଚନ୍ଦ୍ର - ଧନୁ ରାଶିର, ରାତ୍ରି ୦୯.୦୯ ଗତେ ମେଷ ରାଶି । ଘାତ ବାର- ବୃଷ, ସିଂହ ଓ କନ୍ୟା ।

Scorpio

ବିଛା

Saturday 30 Sep 2023

ବିଶାଖା- ଭାଗ୍ୟ ଉଦ୍ୟୋଗି ହେବା ସହିତ, ବାଣିଜ୍ୟରେ ଲାଭ ମିଳିବ । ଆପଣଙ୍କ କଳାତ୍ମକ ବଢିପାରେ । ସ୍ୱାସ୍ଥ୍ୟ ସାଧାରଣତଃ ଉତମ ରହିବ । ରୋଜଗାର ନୂତନ ସୁଯୋଗ ସୃଷ୍ଟି ହେବ ।

ଅନୁରାଧା- ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର‌୍ୟ୍ୟକୁ ହାତକୁ ନେବେ । କିଛି ଜିନିଷ ଦ୍ୱାରା ଆପଣ ଆଘାତ ପାଇ ପାରନ୍ତି । ଅବିବାହିତ ମାନଙ୍କ ପାଇଁ ବିବାହ ପ୍ରସ୍ତାବ ସ୍ତିରିକୃତ ହେବ ।

ଜ୍ୟୋଷ୍ଠା- ପୈତୃକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ  ତୃତିୟ ବ୍ୟକ୍ତି ଲାଭବାନ୍ ହେବ ।  ଖେଳକୁଦରେ ମନ ଦେବେ । ଫିଲ୍ମି ଉଦ୍ୟୋଗି କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ ।

ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ 

ପ୍ରତିକାର- କୌଣସି ଲାଲ୍ ରଙ୍ଗର ଗାଇକୁ ଛୁଇଁ ପ୍ରଣାମ କରନ୍ତୁ